ଯିହିଜିକଲ 26:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’ Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟ-ମାନଙ୍କର ନଗର-ଦ୍ଵାର ସ୍ଵରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ଆଡ଼େ ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା; Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା; Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, କାରଣ ସୋର ଯିରୁଶାଲମର ଦୁର୍ଭାଗ୍ୟ ସମୟରେ ଏହା କହି ପରିହାସ କରିଛି, କହିଛି: ‘ଜୟଧ୍ୱନିରେ ଦେଶର ଫାଟକ ଭାଙ୍ଗି ଗଲା ଏବଂ ମୋ’ ପାଇଁ ଖୋଲି ଗଲା। ବର୍ତ୍ତମାନ ମୁଁ ଉନ୍ନତି କରିବି।’” Gade chapit la |