ଯିହିଜିକଲ 26:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ21 ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ21 ତୁମ୍ଭ ଅବସ୍ଥା ଦେଖି ଅନ୍ୟମାନେ ଭୟଭୀତ ହେବେ। ତୁମ୍ଭର ବିନାଶ ଘଟିବ। ତୁମ୍ଭକୁ ଅନ୍ୱେଷଣ କଲେ ମଧ୍ୟ ସେମାନେ ତୁମ୍ଭକୁ ପାଇବେ ନାହିଁ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। Gade chapit la |
କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।