ଯିହିଜିକଲ 26:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା। Gade chapit laପବିତ୍ର ବାଇବଲ (Re-edited) - (BSI)3 ଏଥିପାଇଁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କି ଉଠାଇବା। Gade chapit laଓଡିଆ ବାଇବେଲ3 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ସମୁଦ୍ର ଯେପରି ତରଙ୍ଗ ଉଠାଏ, ସେହିପରି ଆମ୍ଭେ ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀଙ୍କୁ ଉଠାଇବା। Gade chapit laପବିତ୍ର ବାଇବଲ3 ତେଣୁ ମୋର ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ହେ ସୋର, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ, ଓ ସମୁଦ୍ର ତରଙ୍ଗ ଯେପରି କୂଳକୁ ଲଙ୍ଘନ କରେ ଆମ୍ଭେ ସେହିପରି ତୁମ୍ଭ ବିରୁଦ୍ଧରେ ଅନେକ ଗୋଷ୍ଠୀକି ଉଠାଇବା। Gade chapit la |