Biblia Todo Logo
Bib sou entènèt

- Piblisite -




ଯିହିଜିକଲ 26:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟ-ଦ୍ରବ୍ୟ ସ୍ଵରୂପ ହେବ।

Gade chapit la Kopi

ଓଡିଆ ବାଇବେଲ

5 ସେ ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଏହା କହିଅଛୁ; ଆଉ, ସେ ଗୋଷ୍ଠୀୟମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବ।

Gade chapit la Kopi

ପବିତ୍ର ବାଇବଲ

5 ସୋର ସମୁଦ୍ର ମଧ୍ୟରେ ଜାଲ ପ୍ରସାରିବାର ସ୍ଥାନ ହେବ; କାରଣ ମୋର ପ୍ରଭୁ ସଦାପ୍ରଭୁ କହନ୍ତି,” ମୁଁ ଏହା କରିଅଛି। “ଆଉ ସେ ଗୋଷ୍ଠୀମାନଙ୍କ ପ୍ରତି ଲୁଟିତ ଦ୍ରବ୍ୟ ସ୍ୱରୂପ ହେବେ।

Gade chapit la Kopi




ଯିହିଜିକଲ 26:5
6 Referans Kwoze  

ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।


ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।


ପୁଣି, ସେମାନେ ଆପଣାମାନଙ୍କର ଶୋକ ସମୟରେ ତୁମ୍ଭ ଉଦ୍ଦେଶ୍ୟରେ ବିଳାପ କରି ତୁମ୍ଭ ବିଷୟରେ ଏହି କଥା କହି ବିଳାପ କରିବେ, ‘ସୋର ପରି, ଯେ ସମୁଦ୍ର ମଧ୍ୟସ୍ଥାନରେ ନିସ୍ତବ୍ଧା ହେଲା, ତାହା ପରି କିଏ ଅଛି?


କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଯେଉଁ ସମୟରେ ଆମ୍ଭେ ତୁମ୍ଭକୁ ନିବାସୀବିହୀନ ନଗରସମୂହର ତୁଲ୍ୟ ଉଚ୍ଛିନ୍ନ-ନଗର କରିବା; ଯେଉଁ ସମୟରେ ଆମ୍ଭେ ଗଭୀର ସାଗରକୁ ତୁମ୍ଭ ଉପରକୁ ଆଣିବା ଓ ମହାଜଳରାଶି ତୁମ୍ଭକୁ ଆଚ୍ଛାଦନ କରିବ:


ଏଥିପାଇଁ ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିଅଛୁ ଓ ଲୁଟିତ ଦ୍ରବ୍ୟ ରୂପେ ଗୋଷ୍ଠୀବର୍ଗଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା; ପୁଣି, ଆମ୍ଭେ ଗୋଷ୍ଠୀବର୍ଗଙ୍କ ମଧ୍ୟରୁ ତୁମ୍ଭକୁ କାଟି ପକାଇବା ଓ ଦେଶସମୂହ ମଧ୍ୟରୁ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ କରିବା, ଆମ୍ଭେ ତୁମ୍ଭକୁ ସଂହାର କରିବା; ଆଉ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେ ଜାଣିବ।


ପୁଣି, ଆମ୍ଭେ ତୁମ୍ଭକୁ ଶୁଷ୍କ ଶୈଳ କରିବା; ତୁମ୍ଭେ ଜାଲ ପ୍ରସାରିବାର ସ୍ଥାନ ହେବ; ତୁମ୍ଭେ ଆଉ ନିର୍ମିତ ନୋହିବ କାରଣ ଆମ୍ଭେ ସଦାପ୍ରଭୁ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite