ଯିହିଜିକଲ 26:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laଓଡିଆ ବାଇବେଲ6 ପୁଣି, କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ୍ଗରେ ହତ ହେବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laପବିତ୍ର ବାଇବଲ6 ପୁଣି କ୍ଷେତ୍ରସ୍ଥିତ ତାହାର କନ୍ୟାଗଣ ଖଡ଼୍ଗରେ ନିହତ ହେବେ। ତାହାହେଲେ ମୁଁ ଯେ ସଦାପ୍ରଭୁ ଅଟେ, ଏହା ସେମାନେ ଜାଣିବେ।” Gade chapit la |