ଯିହିଜିକଲ 26:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ। Gade chapit laପବିତ୍ର ବାଇବଲ (Re-edited) - (BSI)8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ଼୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ ଓ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ। Gade chapit laଓଡିଆ ବାଇବେଲ8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣକୁ ଖଡ୍ଗରେ ବଧ କରିବ; ଆଉ, ସେ ତୁମ୍ଭ ବିରୁଦ୍ଧରେ ଦୁର୍ଗ ନିର୍ମାଣ କରିବ, ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ। Gade chapit laପବିତ୍ର ବାଇବଲ8 ସେ କ୍ଷେତ୍ରସ୍ଥିତ ତୁମ୍ଭର କନ୍ୟାଗଣଙ୍କୁ ହତ୍ୟା କରିବ (ଛୋଟ ସହରରେ)। ସେ ତୁମ୍ଭ ବିରୁଦ୍ଧରେ ଅପରାଧ କାର୍ଯ୍ୟ କରିବ। ଏବଂ ସେ ତୁମ୍ଭ ବିରୁଦ୍ଧରେ ବନ୍ଧ ବାନ୍ଧିବ ଓ ତୁମ୍ଭ ବିରୁଦ୍ଧରେ ଢାଲ ଉଠାଇବ। Gade chapit la |