Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 27:1
7 Referans Kwoze  

ଆମ୍ଭେ ତୁମ୍ଭକୁ ଭୟଙ୍କରୀ କରିବା, ତୁମ୍ଭେ ଆଉ ନ ଥିବ; ଯଦ୍ୟପି ତୁମ୍ଭର ଅନ୍ଵେଷଣ କରାଯିବ, ତଥାପି ତୁମ୍ଭର ଉଦ୍ଦେଶ୍ୟ ଆଉ କେବେ ମିଳିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୋର ବିଷୟରେ ବିଳାପ କର;


ମୋʼ ଜାଣିବା ଲୋକଙ୍କ ତୁଲ୍ୟ ମୁଁ ରାହବ ଓ ବାବିଲକୁ ଉଲ୍ଲେଖ କରିବି; ପଲେଷ୍ଟୀୟା, ସୋର ଓ କୂଶକୁ ଦେଖ; “ଏହି ଜଣ ସେଠାରେ ଜାତ ହେଲା।”


“ହେ ମନୁଷ୍ୟ-ସନ୍ତାନ, ଯିରୂଶାଲମ ବିରୁଦ୍ଧରେ ସୋର ସହର କହିଅଛି, ‘ଭଲ ହେଲା, ଭଲ ହେଲା, ଯେ ଗୋଷ୍ଠୀୟମାନଙ୍କର ନଗର-ଦ୍ୱାର ସ୍ୱରୂପ ଥିଲା, ସେ ଭଗ୍ନ ହୋଇ ଯାଇଅଛି; ସେ ଆମ୍ଭ ପ୍ରତି ଫେରିଅଛି; ସେ ଏବେ ଶୂନ୍ୟ ହେବାରୁ ଆମ୍ଭେ ପରିପୂର୍ଣ୍ଣ ହେବା;’


ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ;


ପୁଣି, ତହିଁର ପାର୍ଶ୍ୱସ୍ଥିତ ହମାତ୍‍ ଓ ସୋର ଓ ସୀଦୋନ ଅତି ଜ୍ଞାନୀ ହେବାରୁ ତହିଁର ବିଶ୍ରାମ-ସ୍ଥାନ ହେବ।


Swiv nou:

Piblisite


Piblisite