ଯିହିଜିକଲ 27:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମ; ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଯୁଦ୍ଧବୀରମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି। Gade chapit laଓଡିଆ ବାଇବେଲ11 ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି। Gade chapit laପବିତ୍ର ବାଇବଲ11 ଅର୍ବଦ ଓ ସିଲିସିଆରରୁ ତୁମ୍ଭ ସେନା ସଙ୍ଗରେ ଥିଲେ, କେଉଁମାନେ ଗ୍ଭରିଆଡ଼େ ତୁମ୍ଭ ସହରର ପ୍ରାଚୀରଗୁଡ଼ିକୁ ପ୍ରହାରକାରୀମାନଙ୍କ ପରି ଠିଆ ହେଲେ ଓ ଗମଦର ଯୋଦ୍ଧାମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ। ସେମାନେ ତୁମ୍ଭ ପ୍ରାଚୀରଗୁଡ଼ିକର ଉପରେ ନିଜ ନିଜ ଢାଲ ଟଙ୍ଗାଇଲେ ଏବଂ ସେମାନେ ତୁମ୍ଭ ସୌନ୍ଦର୍ଯ୍ୟ ସିଦ୍ଧ କଲେ। Gade chapit la |