ଯିହିଜିକଲ 27:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ। Gade chapit laଓଡିଆ ବାଇବେଲ16 ତୁମ୍ଭ ହସ୍ତନିର୍ମିତ ଦ୍ରବ୍ୟର ବାହୁଲ୍ୟ ହେତୁ ଅରାମ ତୁମ୍ଭର ବଣିକ ଥିଲା; ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ। Gade chapit laପବିତ୍ର ବାଇବଲ16 ତୁମ୍ଭର ହସ୍ତ ନିର୍ମିତ ଦ୍ରବ୍ୟର ପ୍ରସିଦ୍ଧି ହେତୁ ଆରାମ୍ ତୁମ୍ଭର ବଣିକ ଥିଲା। ସେମାନେ ତାମ୍ରମଣି, ଧୂମ୍ରବର୍ଣ୍ଣ ଓ ବୁଟାଦାର ବସ୍ତ୍ର, କ୍ଷୌମ ବସ୍ତ୍ର ଆଉ ପ୍ରବାଳ ଓ ପଦ୍ମରାଗ ମଣି ଦେଇ ତୁମ୍ଭ ବାଣିଜ୍ୟ ଦ୍ରବ୍ୟର ବ୍ୟବସାୟ କଲେ। Gade chapit la |