ଯିହିଜିକଲ 27:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମସୁନ୍ଦରୀ, Gade chapit laପବିତ୍ର ବାଇବଲ (Re-edited) - (BSI)3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ-ନିବାସିନୀ; ଅନେକ ଦ୍ଵୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ , Gade chapit laଓଡିଆ ବାଇବେଲ3 ଆଉ, ସୋରକୁ କୁହ, ହେ ସମୁଦ୍ରର ପ୍ରବେଶ-ସ୍ଥାନ ନିବାସିନୀ; ଅନେକ ଦ୍ୱୀପରେ ଗୋଷ୍ଠୀଗଣର ବାଣିଜ୍ୟକାରିଣୀ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ, Gade chapit laପବିତ୍ର ବାଇବଲ3 “ସମୁଦ୍ର ଉପକୂଳବର୍ତ୍ତୀ ବହୁ ଲୋକଙ୍କ ସହିତ ବାଣିଜ୍ୟ କରୁଥିବା, ‘ସମୁଦ୍ରର ଦ୍ୱାର’ ସୋରକୁ କୁହ: “ହେ ସୋର, ତୁମ୍ଭେ କହିଅଛ, ମୁଁ ପରମ ସୁନ୍ଦରୀ। Gade chapit la |