Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ଵୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦ; ଦ୍ଵାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

6 ବାଶନର ଅଲୋନ କାଷ୍ଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି; ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଷ୍ଠରେ ଖଚିତ ହସ୍ତୀ ଦନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

6 ବାସନର ଅଲୋନ କାଠରେ ସେମାନେ ତୁମ୍ଭର ଆହୁଲା ପ୍ରସ୍ତୁତ କରିଅଛନ୍ତି। ଆଉ ସେମାନେ କିତ୍ତୀମ ଦ୍ୱୀପରୁ ଆନୀତ ତାଶୂର କାଠରେ ଖଚିତ ହାତୀଦାନ୍ତ ଦ୍ୱାରା ତୁମ୍ଭର ଆସନ ନିର୍ମାଣ କରିଅଛନ୍ତି।

Gade chapit la Kopi




ଯିହିଜିକଲ 27:6
10 Referans Kwoze  

ଅର୍ଥାତ୍‍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;


ପୁଣି, ଇଲୀଶା ଓ ତର୍ଶୀଶ ଓ କିତ୍ତୀମ ଓ ଦୋଦାନୀମ, ଏମାନେ ଯବନର ସନ୍ତାନ।


ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍‍ ହେଲା।


ପାର ହୋଇ କିତ୍ତୀୟମାନଙ୍କର ଦ୍ୱୀପସମୂହକୁ ଯାଇ ଦେଖ, ଆଉ କେଦାରକୁ ଲୋକ ପଠାଅ ଓ ସୂକ୍ଷ୍ମ ରୂପେ ବିବେଚନା କର; ଆଉ ଦେଖ, ଏପରି କାର୍ଯ୍ୟ କି କେବେ ହୋଇଅଛି?


“ତୁମ୍ଭେ ଲିବାନୋନକୁ ଯାଇ କ୍ରନ୍ଦନ କର; ତୁମ୍ଭେ ବାଶନରେ ଉଚ୍ଚସ୍ୱର କର ଓ ଅବାରୀମ୍‍ରୁ କ୍ରନ୍ଦନ କର; କାରଣ ତୁମ୍ଭର ପ୍ରେମକାରୀ ସମସ୍ତେ ବିନଷ୍ଟ ହୋଇଅଛନ୍ତି।


ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”


ମାତ୍ର କିତ୍ତୀମ-ତୀରରୁ ଜାହାଜମାନ ଆସିବ ଓ ସେମାନେ ଅଶୂରକୁ ଦୁଃଖ ଦେବେ, ଆଉ ଏବରକୁ ଦୁଃଖ ଦେବେ, ପୁଣି, ସେ ମଧ୍ୟ ବିନାଶରେ ଉପସ୍ଥିତ ହେବ।”


ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ୍‍, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ।


ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।


କାରଣ କିତ୍ତୀମର ଜାହାଜସକଳ ତାହାର ବିରୁଦ୍ଧରେ ଆସିବ, ଏଥିପାଇଁ ସେ ଦୁଃଖିତ ହୋଇ ଫେରିଯିବ ଓ ପବିତ୍ର ନିୟମର ପ୍ରତିକୂଳରେ କ୍ରୋଧ କରି ସ୍ଵେଚ୍ଛାମତ କାର୍ଯ୍ୟ କରିବ; ସେ ଫେରିଯିବ ଓ ପବିତ୍ର ନିୟମତ୍ୟାଗୀ ଲୋକମାନଙ୍କ ପ୍ରତି ମନୋଯୋଗ କରିବ।


Swiv nou:

Piblisite


Piblisite