ଯିହିଜିକଲ 27:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 ତୁମ୍ଭର ଧ୍ଵଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ଵୀପ-ସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା। Gade chapit laଓଡିଆ ବାଇବେଲ7 ତୁମ୍ଭର ଧ୍ୱଜା ହେବା ପାଇଁ ମିସର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା; ତୁମ୍ଭର ଚାନ୍ଦୁଆ ଇଲୀଶା ଦ୍ୱୀପସମୂହର ନୀଳ ଓ ଧୂମ୍ର ବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା। Gade chapit laପବିତ୍ର ବାଇବଲ7 ତୁମ୍ଭର ଧ୍ୱଜା ହେବା ପାଇଁ ମିଶର ଦେଶରୁ ଆନୀତ ସୂଚୀକର୍ମରେ ଚିତ୍ରିତ ଶୁଭ୍ର କ୍ଷୌମ ବସ୍ତ୍ରରେ ତୁମ୍ଭର ପାଲ ପ୍ରସ୍ତୁତ ହୋଇଥିଲା। ପୁଣି ତୁମ୍ଭର ଗ୍ଭନ୍ଦୁଆ ଇଲୀଶା ଦ୍ୱୀପ ସମୂହର ନୀଳ ଓ ଧୂମ୍ରବର୍ଣ୍ଣ ବସ୍ତ୍ରରେ ପ୍ରସ୍ତୁତ ହୋଇଥିଲା। Gade chapit la |