Biblia Todo Logo
Bib sou entènèt

- Piblisite -




ଯିହିଜିକଲ 27:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।

Gade chapit la Kopi

ଓଡିଆ ବାଇବେଲ

8 ସୀଦୋନ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକ ଥିଲେ; ହେ ସୋର, ତୁମ୍ଭର ଜ୍ଞାନୀଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ

8 ସୀଦୋନ୍ ଓ ଅର୍ବଦ ନିବାସୀମାନେ ତୁମ୍ଭର ଆହୁଲା ମାରିବାର ଲୋକଥିଲେ। ହେ ସୋର, ତୁମ୍ଭର ଜ୍ଞାନୀ ଲୋକ ତୁମ୍ଭ ମଧ୍ୟରେ ଥିଲେ, ସେମାନେ ତୁମ୍ଭର କର୍ଣ୍ଣଧାର ହୋଇଥିଲେ।

Gade chapit la Kopi




ଯିହିଜିକଲ 27:8
13 Referans Kwoze  

ଓ ଅର୍ବଦୀୟ ଓ ସମାରୀୟ ଓ ହମାତୀୟ; ଏଥିଉତ୍ତାରେ କିଣାନୀୟମାନଙ୍କ ବଂଶ ବ୍ୟାପିଗଲେ।


ପୁଣି, ହୂରମ୍‍ ସେହି ଜାହାଜରେ ଶଲୋମନଙ୍କର ଦାସମାନଙ୍କ ସହିତ ସାମୁଦ୍ରିକ କର୍ମରେ ନିପୁଣ ଆପଣା ଦାସ ନାବିକମାନଙ୍କୁ ପଠାଇଲା।


ଅର୍ବଦର ଲୋକମାନେ ତୁମ୍ଭ ସୈନ୍ୟସାମନ୍ତ ସଙ୍ଗରେ ତୁମ୍ଭ ପ୍ରାଚୀରର ଉପରେ ଚତୁର୍ଦ୍ଦିଗରେ ଥିଲେ ଓ ଗାମ୍ମାଦୀୟମାନେ ତୁମ୍ଭର ସବୁ ଗଡ଼ ଉପରେ ଥିଲେ; ସେମାନେ ତୁମ୍ଭ ପ୍ରାଚୀର ଉପରେ ଚତୁର୍ଦ୍ଦିଗରେ ଆପଣା ଆପଣା ଢାଲ ଟଙ୍ଗାଇଲେ; ସେମାନେ ତୁମ୍ଭର ସୌନ୍ଦର୍ଯ୍ୟ ସିଦ୍ଧ କରିଅଛନ୍ତି।


ତୁମ୍ଭ କର୍ଣ୍ଣଧାରଗଣର କ୍ରନ୍ଦନ ଶବ୍ଦରେ ଉପନଗରସମୂହ କମ୍ପିତ ହେବେ।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖାଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


କଲ୍‍ନୋ ସହର କି କର୍କମୀଶ୍‍ ସହର ତୁଲ୍ୟ ନୁହେଁ? ହମାତ୍‍ ସହର କି ଅର୍ପଦ ସହର ତୁଲ୍ୟ ନୁହେଁ? ଶମରୀୟା କି ଦମ୍ମେଶକ ତୁଲ୍ୟ ନୁହେଁ?


ଏଣୁ ଏବେ ମୋʼ ପାଇଁ ଲିବାନୋନରୁ ଏରସ ବୃକ୍ଷ କାଟିବାକୁ ଆପଣ ଲୋକମାନଙ୍କୁ ଆଜ୍ଞା ଦେଉନ୍ତୁ; ପୁଣି, ମୋʼ ଦାସମାନେ ଆପଣଙ୍କ ଦାସମାନଙ୍କ ସଙ୍ଗରେ ଥିବେ; ଆଉ ଆପଣ ଯାହା କହିବେ, ତଦନୁସାରେ ଆପଣଙ୍କ ଦାସମାନଙ୍କ ପାଇଁ ମୁଁ ଆପଣଙ୍କୁ ମୂଲ ଦେବି; କାରଣ, ଆପଣ ଜାଣନ୍ତି ଯେ, କାଠ କାଟିବା କାର୍ଯ୍ୟରେ ସୀଦୋନୀୟମାନଙ୍କ ପରି ନିପୁଣ ଲୋକ ଆମ୍ଭମାନଙ୍କ ମଧ୍ୟରେ କେହି ନାହିଁ।”


ତହିଁରେ ସଦାପ୍ରଭୁ ସେମାନଙ୍କୁ ଇସ୍ରାଏଲ ହସ୍ତରେ ସମର୍ପଣ କରନ୍ତେ, ସେମାନେ ସେମାନଙ୍କୁ ଆଘାତ କଲେ ଓ ମହାସୀଦୋନ ଓ ମିଷ୍ରଫୋତ୍‍-ମୟିମ୍‍ ପର୍ଯ୍ୟନ୍ତ, ଆଉ ପୂର୍ବ ଦିଗରେ ମିସ୍ପେର ସମସ୍ଥଳୀ ପର୍ଯ୍ୟନ୍ତ ସେମାନଙ୍କୁ ଘଉଡ଼ାଇ ନେଲେ, ପୁଣି ସେମାନଙ୍କର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ।


ସବୂଲୂନ ସମୁଦ୍ର ବନ୍ଦରରେ ବାସ କରିବ ଓ ସେ ଜାହାଜର ଆଶ୍ରିତ ବନ୍ଦର ହେବ; ପୁଣି, ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାରର ସୀମା ହେବ।


ପୁଣି, କିଣାନର ଜ୍ୟେଷ୍ଠ ପୁତ୍ର ସୀଦୋନ, ତାହା ଉତ୍ତାରେ ହେତ୍


ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କୁ ଜାତ କଲା।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସୀଦୋନ ପ୍ରତି ଆପଣା ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


Swiv nou:

Piblisite


Piblisite