ଯିହିଜିକଲ 27:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ। Gade chapit laଓଡିଆ ବାଇବେଲ9 ତୁମ୍ଭର ମଧ୍ୟବର୍ତ୍ତୀ ଗବାଲର ପ୍ରାଚୀନବର୍ଗ ଓ ତହିଁର ଜ୍ଞାନୀମାନେ ତୁମ୍ଭର ନୌକା ବଟାଳିବା ଲୋକ ହୋଇଥିଲେ; ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ବାଣିଜ୍ୟ ଦ୍ରବ୍ୟ ଧରିବା ନିମନ୍ତେ ତୁମ୍ଭ ମଧ୍ୟରେ ଥିଲେ। Gade chapit laପବିତ୍ର ବାଇବଲ9 ଗବାଲର ପ୍ରାଚୀନବର୍ଗ ମୁଖ୍ୟ ଓ ଜ୍ଞାନୀମାନେ ଜାହାଜର ପାଣିରୁଦ୍ଧ କାଠପଟା ତିଆରି କରି ନେଇ ଅନ୍ୟମାନଙ୍କୁ ସାହାଯ୍ୟ କଲେ। ସମୁଦ୍ରର ଯାବତୀୟ ଜାହାଜ ଓ ସେମାନଙ୍କର ନାବିକଗଣ ତୁମ୍ଭ ସହିତ ବାଣିଜ୍ୟ କରିବା ପାଇଁ ଆସିଲେ।’ Gade chapit la |