ଯିହିଜିକଲ 3:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।” Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କରଓ ଯାଇ ଇସ୍ରାଏଲ-ବଂଶ ସହିତ କଥା କୁହ। Gade chapit laଓଡିଆ ବାଇବେଲ1 ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭ ନିକଟରେ ଯାହା ଉପସ୍ଥିତ ତାହା ଭୋଜନ କର; ଏହି ନଳାକାର ପୁସ୍ତକ ଭୋଜନ କର ଓ ଯାଇ ଇସ୍ରାଏଲ ବଂଶ ସହିତ କଥା କୁହ।” Gade chapit laପବିତ୍ର ବାଇବଲ1 ଅନନ୍ତର ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭ ସମ୍ମୁଖରେ ଯାହା ଦେଖୁଛ ତାହା ଭୋଜନ କର। ଏହି ନଳାକାର ପୁସ୍ତକ ଭୋଜନ କର ଓ ଇସ୍ରାଏଲ ବଂଶକୁ ଯାଇ ଏସବୁ କଥା କୁହ।” Gade chapit la |