ଯିହିଜିକଲ 3:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହି ସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆହୁରି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laଓଡିଆ ବାଇବେଲ10 ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ଆମ୍ଭେ ତୁମ୍ଭକୁ ଯାହା ଯାହା କହିବା, ଆମ୍ଭର ସେହିସବୁ କଥା ତୁମ୍ଭେ ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit laପବିତ୍ର ବାଇବଲ10 ଆହୁରି ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯାହା କହୁଛୁ ତୁମ୍ଭେ ସେହିସବୁ କଥା ଆପଣା ଅନ୍ତଃକରଣରେ ଗ୍ରହଣ କର ଓ ଆପଣା କର୍ଣ୍ଣରେ ଶ୍ରବଣ କର। Gade chapit la |
ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି।