ଯିହିଜିକଲ 3:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’” Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି। Gade chapit laଓଡିଆ ବାଇବେଲ11 ପୁଣି, ତୁମ୍ଭ ଲୋକଙ୍କର ନିର୍ବାସିତ ସନ୍ତାନଗଣ ନିକଟକୁ ଯାଇ ସେମାନଙ୍କୁ କୁହ; ସେମାନେ ଶୁଣନ୍ତୁ ଅବା ନ ଶୁଣନ୍ତୁ, ସେମାନଙ୍କୁ ଜଣାଅ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।” Gade chapit laପବିତ୍ର ବାଇବଲ11 ଏବଂ ତୁମ୍ଭେ ତୁମ୍ଭର ନିର୍ବାସିତ ଲୋକମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ ଯେ, ‘ଏହା ସଦାପ୍ରଭୁ ଆମ୍ଭର ପ୍ରଭୁ ଏହିସବୁ କଥା କୁହନ୍ତି।’ ସେମାନେ ଶୁଣନ୍ତୁ ବା ନ ଶୁଣନ୍ତୁ। ତୁମ୍ଭେ ଏହିସବୁ କଥା ନିଶ୍ଚୟ ସେମାନଙ୍କୁ କୁହ।” Gade chapit la |
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକଙ୍କ ସନ୍ତାନଗଣକୁ କୁହ, ଧାର୍ମିକର ଧାର୍ମିକତା ତାହାର ଆଜ୍ଞାଲଙ୍ଘନ କରିବା ଦିନ ତାହାକୁ ରକ୍ଷା କରିବ ନାହିଁ ଓ ଯେଉଁ ଦିନ ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରେ, ସେହି ଦିନ ସେ ଆପଣା ଦୁଷ୍ଟତା ଦ୍ୱାରା ପତିତ ହେବ ନାହିଁ; କିଅବା ଧାର୍ମିକ ଲୋକ ଯେଉଁ ଦିନ ପାପ କରେ, ସେହି ଦିନ ସେ ଆପଣା ଧାର୍ମିକତା ଦ୍ୱାରା ବଞ୍ଚି ପାରିବ ନାହିଁ।
ପୁଣି ସଦାପ୍ରଭୁ ମୋତେ କହିଲେ, “ଉଠ, ଏ ସ୍ଥାନରୁ ଶୀଘ୍ର ଓହ୍ଲାଇ ଯାଅ କାରଣ ତୁମ୍ଭେ ଯେଉଁମାନଙ୍କୁ ମିସରରୁ ବାହାର କରି ଆଣିଅଛ, ତୁମ୍ଭର ସେହି ଲୋକମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି; ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ତହିଁରୁ ସେମାନେ ଶୀଘ୍ର ବିମୁଖ ହୋଇଅଛନ୍ତି; ସେମାନେ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ଏକ ପ୍ରତିମା ନିର୍ମାଣ କରିଅଛନ୍ତି।”