Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶଦ୍ଦ ଓ ସେମାନଙ୍କ ପାର୍ଶ୍ଵସ୍ଥ ଚକ୍ରର ଶଦ୍ଦ, ଏହି ମହା ଖରତର ଶଦ୍ଦ ଶୁଣିଲି।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସେହି ଜୀବିତ ପ୍ରାଣୀମାନଙ୍କ ପକ୍ଷ ପରସ୍ପର ସ୍ପର୍ଶ କରନ୍ତେ, ମୁଁ ତହିଁର ଶବ୍ଦ ଓ ସେମାନଙ୍କ ପାର୍ଶ୍ୱସ୍ଥ ଚକ୍ରର ଶବ୍ଦ, ଏହି ମହା ଖରତର ଶବ୍ଦ ଶୁଣିଲି।

Gade chapit la Kopi

ପବିତ୍ର ବାଇବଲ

13 ସେହି ଜୀବିତ ପ୍ରାଣୀମାନଙ୍କର ଡେଣା ଦ୍ୱାରା ପରସ୍ପର ଝାଡ଼ି ହେବାର ଶବ୍ଦ ଥିଲା ଏବଂ ସେମାନଙ୍କର ଚକସବୁର ଗର୍ଜନ ଏକ ବଜ୍ରଧ୍ୱନି ସୃଷ୍ଟି କରୁଥିଲା। ଏହା ବଜ୍ରସ୍ୱର ପରି ଉଚ୍ଚ ଥିଲା।

Gade chapit la Kopi




ଯିହିଜିକଲ 3:13
6 Referans Kwoze  

ଆଉ, ସେମାନେ ଗମନ କରିବା ବେଳେ ମୁଁ ସେମାନଙ୍କ ପକ୍ଷୀର ଶବ୍ଦ ଶୁଣିଲି, ତାହା ମହା ଜଳରାଶିର କଲ୍ଲୋଳ ତୁଲ୍ୟ, ସର୍ବଶକ୍ତିମାନଙ୍କର ରବ ତୁଲ୍ୟ, ସୈନ୍ୟଦଳର ଶବ୍ଦ ତୁଲ୍ୟ କୋଳାହଳ ଶବ୍ଦ; ସେମାନେ ଠିଆ ହେବା ବେଳେ ଆପଣା ଆପଣା ପକ୍ଷ ସଙ୍କୋଚ କଲେ।


ଆଉ, ସର୍ବଶକ୍ତିମାନ ପରମେଶ୍ୱରଙ୍କର କଥା କହିବା ସମୟର ରବ ତୁଲ୍ୟ କିରୂବମାନଙ୍କ ପକ୍ଷୀର ଶବ୍ଦ ବାହାର ପ୍ରାଙ୍ଗଣ ପର୍ଯ୍ୟନ୍ତ ଶୁଣାଗଲା।


ମୁଁ ସେହି ଜୀବିତ ପ୍ରାଣୀମାନଙ୍କୁ ଦର୍ଶନ କଲା ବେଳେ, ଦେଖ, ସେହି ଜୀବିତ ପ୍ରାଣୀମାନଙ୍କ ପାର୍ଶ୍ୱରେ ସେମାନଙ୍କ ଚାରି ମୁଖର ପ୍ରତ୍ୟେକର ପାଇଁ ଭୂମି ଉପରେ ଗୋଟିଏ ଗୋଟିଏ ଚକ୍ର ଥିଲା।


ପୁଣି ତୁମ୍ଭେ ସେହି ତୂତ ବୃକ୍ଷ ତୋଟା ଉପରେ ସୈନ୍ୟଗମନର ଶବ୍ଦ ଶୁଣିଲେ ଆକ୍ରମଣ କରିବ; କାରଣ ସେତେବେଳେ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ସୈନ୍ୟଦଳକୁ ଆଘାତ କରିବା ପାଇଁ ତୁମ୍ଭ ସମ୍ମୁଖରେ ଅଗ୍ରସର ହେବେ।”


ଆହୁରି ପ୍ରତ୍ୟେକ ବଇଠିର ପିତ୍ତଳମୟ ଚାରି ଚକ୍ର, ପିତ୍ତଳର ଅଖ ଥିଲା ଓ ଚାରି କୋଣରେ ସ୍ଥାପିତ ଅବଲମ୍ବନ ଥିଲା; ସେହି ସବୁ ଢଳାକର୍ମର ଅବଲମ୍ବନ ପ୍ରକ୍ଷାଳନ-ପାତ୍ର ତଳେ ଥିଲା ଓ ପ୍ରତ୍ୟେକର ପାର୍ଶ୍ୱରେ ମାଳା ଥିଲା।


Swiv nou:

Piblisite


Piblisite