Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତେବେ ମୁଁ ତେଲ-ଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।

Gade chapit la Kopi

ଓଡିଆ ବାଇବେଲ

15 ତେବେ ମୁଁ ତେଲଆବୀବକୁ, କବାର ନଦୀତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି ଓ ସେମାନେ ଯେଉଁ ସ୍ଥାନରେ ବାସ କଲେ, ସେହି ସ୍ଥାନରେ ସେମାନଙ୍କ ମଧ୍ୟରେ ସ୍ତବ୍ଧ ହୋଇ ସାତ ଦିନ ବସି ରହିଲି।

Gade chapit la Kopi

ପବିତ୍ର ବାଇବଲ

15 ତେବେ ମୁଁ ତେଲ-ଆବୀବକୁ, କବାର ନଦୀ ତୀର ନିବାସୀ ନିର୍ବାସିତ ଲୋକମାନଙ୍କ ନିକଟକୁ ଆସିଲି। ସେମାନେ ଯେଉଁ ସ୍ଥାନରେ ବାସ କରୁଥିଲେ, ସେ ସ୍ଥାନରେ ସେମାନଙ୍କ ମଧ୍ୟରେ ବିବ୍ରତ ଓ ନୀରବରେ ସାତ ଦିନ ବସି ରହିଲି।

Gade chapit la Kopi




ଯିହିଜିକଲ 3:15
10 Referans Kwoze  

ଆମ୍ଭେମାନେ ବାବିଲୀୟ ନଦୀମାନର ନିକଟରେ ସିୟୋନକୁ ସ୍ମରଣ କଲା ବେଳେ ସେଠାରେ ବସିଲୁ ଓ ରୋଦନ କଲୁ।


ତହୁଁ ସେମାନେ ସାତ ଦିନ ଓ ସାତ ରାତ୍ରି ତାହା ସଙ୍ଗେ ଭୂମିରେ ବସିଲେ, କେହି ତାହାକୁ କିଛି କହିଲେ ନାହିଁ; କାରଣ ସେମାନେ ତାହାର ଯାତନା ଅତି ବଡ଼ ବୋଲି ଦେଖିଲେ।


ତିରିଶ ବର୍ଷର ଚତୁର୍ଥ ମାସର ପଞ୍ଚମ ଦିନରେ ବାବିଲର କବାର ନଦୀ କୂଳରେ ବନ୍ଦୀମାନଙ୍କ ମଧ୍ୟରେ ମୁଁ ଥିବା ସମୟରେ ସ୍ୱର୍ଗ ମୁକ୍ତ ହେଲା, ତହିଁରେ ମୁଁ ପରମେଶ୍ୱରଙ୍କଠାରୁ ଦର୍ଶନମାନ ଦେଖିଲି।


ଏଥିଉତ୍ତାରେ ସେମାନେ ଯର୍ଦ୍ଦନ ପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ, ସେଠାରେ ମହା ବିଳାପ କରି ରୋଦନ କଲେ; ଯୋଷେଫ ସେଠାରେ ଆପଣା ପିତାଙ୍କ ଲାଗି ସାତ ଦିନ ପର୍ଯ୍ୟନ୍ତ ଶୋକ କଲେ।


ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ଆଉ, କିରୂବଗଣ ଊର୍ଦ୍ଧ୍ୱକୁ ଉଠିଲେ। ମୁଁ କବାର ନଦୀ ତୀରରେ ଯେଉଁ ଜୀବିତ ପ୍ରାଣୀକୁ ଦେଖିଥିଲି, ସେ ଏହି।


ଭବିଷ୍ୟଦ୍‍ବକ୍ତାମାନଙ୍କ ବିଷୟ। ମୋର ଅନ୍ତରସ୍ଥ ହୃଦୟ ଭଗ୍ନ ହୋଇଅଛି, ମୋର ଅସ୍ଥିସବୁ କମ୍ପୁଅଛି; ସଦାପ୍ରଭୁଙ୍କର ଓ ତାହାଙ୍କ ପବିତ୍ର ବାକ୍ୟ ହେତୁରୁ ମୁଁ ମତ୍ତ ଲୋକ ତୁଲ୍ୟ ଓ ଦ୍ରାକ୍ଷାରସରେ ପରାଜିତ ଲୋକ ତୁଲ୍ୟ ଅଛି।


ତହିଁରେ ମୁଁ ଉଠି ପଦାଭୂମିକୁ ବାହାରିଗଲି; ଆଉ ଦେଖ, କବାର ନଦୀ କୂଳରେ ମୁଁ ଯେଉଁ ମହିମା ଦେଖିଥିଲି, ତାହାର ତୁଲ୍ୟ ସଦାପ୍ରଭୁଙ୍କର ମହିମା ସେହି ସ୍ଥାନରେ ଉପସ୍ଥିତ ହେଲା; ତହୁଁ ମୁଁ ଉବୁଡ଼ ହେଲି।


ପୁଣି, ମୁଁ ଯେଉଁ ଦର୍ଶନ ଦେଖିଥିଲି, ଅର୍ଥାତ୍‍, ନଗର ବିନାଶାର୍ଥେ ଆସିବା ସମୟରେ ଯେଉଁ ଦର୍ଶନ ଦେଖିଥିଲି, ଏ ତଦ୍ରୂପ ଦର୍ଶନ ଓ ମୁଁ କବାର ନଦୀ ତୀରରେ ଯେଉଁ ଦର୍ଶନ ଦେଖିଥିଲି, ଏହିସବୁ ଦର୍ଶନ ତାହାର ତୁଲ୍ୟ; ତହୁଁ ମୁଁ ଉବୁଡ଼ ହୋଇ ପଡ଼ିଲି।


କଲ୍‍ଦୀୟମାନଙ୍କ ଦେଶରେ କବାର ନଦୀ କୂଳରେ ବୂଷିର ପୁତ୍ର ଯିହିଜିକଲ ଯାଜକଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା; ପୁଣି, ସେଠାରେ ସଦାପ୍ରଭୁଙ୍କର ହସ୍ତ ତାଙ୍କ ଉପରେ ଥିଲା।


Swiv nou:

Piblisite


Piblisite