ଯିହିଜିକଲ 3:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତଥାପି ତୁମ୍ଭେ ଯେବେ ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ। Gade chapit laଓଡିଆ ବାଇବେଲ19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ। Gade chapit laପବିତ୍ର ବାଇବଲ19 “ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ୟକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେରେ; ସେ ନିଜ ଦୋଷ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ୱାରା ଆପଣା ପ୍ରାଣରକ୍ଷା କର। Gade chapit la |