Biblia Todo Logo
Bib sou entènèt

- Piblisite -




ଯିହିଜିକଲ 3:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।

Gade chapit la Kopi

ଓଡିଆ ବାଇବେଲ

2 ତହିଁରେ ମୁଁ ଆପଣା ମୁଖ ଫିଟାନ୍ତେ, ସେ ମୋତେ ସେହି ନଳାକାର ପୁସ୍ତକ ଭୋଜନ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

2 ତେଣୁ ମୁଁ ମୁଖ ଖୋଲିଲି ଓ ସେ ସେହି ନଳାକାର ପୁସ୍ତକ ମୋତେ ଭୋଜନ କରାଇଲେ।

Gade chapit la Kopi




ଯିହିଜିକଲ 3:2
4 Referans Kwoze  

ତହିଁରେ ମୁଁ ସଦାପ୍ରଭୁଙ୍କ ହସ୍ତରୁ ସେହି ପାତ୍ର ନେଇ, ସଦାପ୍ରଭୁ ମୋତେ ଯେଉଁ ଯେଉଁ ଗୋଷ୍ଠୀ ନିକଟକୁ ପଠାଇଲେ, ସେହି ସମସ୍ତଙ୍କୁ ତାହା ପାନ କରାଇଲି;


ଅତଏବ, ହେ ରାଜନ ଆଗ୍ରିପ୍ପା ମୁଁ ସେହି ସ୍ୱର୍ଗୀୟ ଦର୍ଶନର ଅବାଧ୍ୟ ହେଲି ନାହିଁ,


ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା।


ଏହେତୁ ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର।”


Swiv nou:

Piblisite


Piblisite