ଯିହିଜିକଲ 3:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ; Gade chapit laପବିତ୍ର ବାଇବଲ (Re-edited) - (BSI)25 ମାତ୍ର ହେ ମନୁଷ୍ୟ-ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ଵାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ; Gade chapit laଓଡିଆ ବାଇବେଲ25 ମାତ୍ର ହେ ମନୁଷ୍ୟ ସନ୍ତାନ, ଦେଖ, ଲୋକମାନେ ତୁମ୍ଭ ଉପରେ ରଜ୍ଜୁ ଦେଇ ତଦ୍ଦ୍ୱାରା ତୁମ୍ଭକୁ ବାନ୍ଧିବେ, ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ; Gade chapit laପବିତ୍ର ବାଇବଲ25 ମାତ୍ର ହେ ମନୁଷ୍ୟ ପୁତ୍ର, ଲୋକମାନେ ତୁମ୍ଭକୁ ରଜ୍ଜୁରେ ବାନ୍ଧିବେ; ତହିଁରେ ତୁମ୍ଭେ ବାହାରି ସେମାନଙ୍କ ମଧ୍ୟରେ ଯିବ ନାହିଁ। Gade chapit la |