Biblia Todo Logo
Bib sou entènèt

- Piblisite -




ଯିହିଜିକଲ 30:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ସଦାପ୍ରଭୁଙ୍କର ବାକ୍ୟ ପୁନର୍ବାର ମୋ’ ନିକଟରେ ଉପସ୍ଥିତ ହେଲା, ଯଥା;

Gade chapit la Kopi

ପବିତ୍ର ବାଇବଲ

1 ପୁନର୍ବାର ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 30:1
9 Referans Kwoze  

ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ସେହି ଦିନ ଆମ୍ଭେ ଇସ୍ରାଏଲ ବଂଶ ନିମନ୍ତେ ଗୋଟିଏ ଶୃଙ୍ଗ ଅଙ୍କୁରିତ କରାଇବା, ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ତୁମ୍ଭର ମୁଖ ମୁକ୍ତ କରିବା: ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।”


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ!


ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।


ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ବିରୁଦ୍ଧରେ ଆପଣା ମୁଖ ରଖ, ପୁଣି, ତାହା ବିରୁଦ୍ଧରେ ଓ ସମୁଦାୟ ମିସର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କର;


କାରଣ ଆମ୍ଭେ ଜୀବିତମାନଙ୍କ ଦେଶରେ ତାହା ବିଷୟରେ ଭୟ ଜନ୍ମାଇଅଛୁ; ଆଉ ସେ, ଅର୍ଥାତ୍‍, ଫାରୋ ଓ ତାହାର ଲୋକସମୂହ ସମସ୍ତେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଅସୁନ୍ନତ ଲୋକମାନଙ୍କ ମଧ୍ୟରେ ରଖାଯିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”


Swiv nou:

Piblisite


Piblisite