Biblia Todo Logo
Bib sou entènèt

- Piblisite -




ଯିହିଜିକଲ 30:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ମଧ୍ୟ ବାବିଲରେ ରାଜା ନବୁଖଦ୍ନିତ୍ସର ହସ୍ତ ଦ୍ଵାରା ମିସରର ଲୋକାରଣ୍ୟ ଶେଷ କରିବା।

Gade chapit la Kopi

ଓଡିଆ ବାଇବେଲ

10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମଧ୍ୟ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତ ଦ୍ୱାରା ମିସରର ଲୋକସମୂହ ଶେଷ କରିବା।”

Gade chapit la Kopi

ପବିତ୍ର ବାଇବଲ

10 ସଦାପ୍ରଭୁ, ମୋର ପ୍ରଭୁ ଏହିକଥା କହିଛନ୍ତି, “ମୁଁ ବାବିଲର ରାଜା ନବୂଖ‌ଦ୍‌ନିତ୍ସରଙ୍କର ହସ୍ତରେ ମିଶରର ଧନ ସମ୍ପତ୍ତିକୁ ହସ୍ତାନ୍ତର କରିବି।

Gade chapit la Kopi




ଯିହିଜିକଲ 30:10
8 Referans Kwoze  

ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ବାବିଲର ରାଜା ନବୂଖଦ୍‍ନିତ୍ସରକୁ ମିସର ଦେଶ ଦେବା; ତହିଁରେ ସେ ତାହାର ମହାଜନତାକୁ ନେଇଯିବ ଓ ତାହାର ଦ୍ରବ୍ୟ ଲୁଟି ନେବ, ଆଉ ତାହାର ସମ୍ପତ୍ତି ଅପହରଣ କରିବ; ପୁଣି, ଏହା ତାହାର ସୈନ୍ୟସାମନ୍ତର ବେତନ ହେବ।


“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋକୁ ଓ ତାହାର ଲୋକମାନଙ୍କୁ କୁହ; ତୁମ୍ଭେ ଆପଣା ମହତ୍ତ୍ୱରେ କାହାର ତୁଲ୍ୟ?


ଏଥିପାଇଁ ଆମ୍ଭେ ତାହାକୁ ନାନା ଗୋଷ୍ଠୀ ମଧ୍ୟରେ ବଳବାନର ହସ୍ତରେ ସମର୍ପଣ କରିବା, ସେ ନିଶ୍ଚୟ ତାହା ସହିତ ଉଚିତ ବ୍ୟବହାର କରିବ, ଆମ୍ଭେ ତାହାର ଦୁଷ୍ଟତା ସକାଶୁ ତାହାକୁ ତଡ଼ି ଦେଇଅଛୁ।


ପୁଣି, ସେ ଆସି ମିସର ଦେଶକୁ ଆଘାତ କରି ମୃତ୍ୟୁୁଯୋଗ୍ୟ ଲୋକଙ୍କୁ ମୃତ୍ୟୁୁରେ, ବନ୍ଦୀତ୍ୱର ଯୋଗ୍ୟ ଲୋକଙ୍କୁ ବନ୍ଦୀତ୍ୱରେ ଓ ଖଡ୍ଗଯୋଗ୍ୟ ଲୋକଙ୍କୁ ଖଡ୍ଗରେ ସମର୍ପଣ କରିବ।


ଦେଖ, ଆମ୍ଭେ ବିଦେଶୀୟମାନଙ୍କୁ, ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଲୋକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା; ତହିଁରେ ସେମାନେ ତୁମ୍ଭର ଜ୍ଞାନରୂପ ସୌନ୍ଦର୍ଯ୍ୟର ପ୍ରତିକୂଳରେ ଆପଣା ଆପଣା ଖଡ୍ଗ ନିଷ୍କୋଷ କରିବେ ଓ ତୁମ୍ଭର ଶୋଭା ଭ୍ରଷ୍ଟ କରିବେ।


Swiv nou:

Piblisite


Piblisite