ଯିହିଜିକଲ 30:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ! Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେଦିନ! Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଆଉ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ହାହାକାର କରି କୁହ, ହାୟ ହାୟ, ସେହି ଦିନ ! Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି, “‘ତୁମ୍ଭେମାନେ ବିଳାପ କରି କୁହ, “ହାୟ ହାୟ, ସେହି ଭୟଙ୍କର ଦିନ ଆସୁଛି।” Gade chapit la |