ଯିହିଜିକଲ 30:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟଦେଶୀୟମାନଙ୍କର କାଳ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)3 କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ। Gade chapit laଓଡିଆ ବାଇବେଲ3 କାରଣ ସେହି ଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେହି ଦିନ ମେଘାଚ୍ଛନ୍ନ ଦିନ; ତାହା ଅନ୍ୟ ଦେଶୀୟମାନଙ୍କର କାଳ ହେବ। Gade chapit laପବିତ୍ର ବାଇବଲ3 କାରଣ ସେଦିନ ନିକଟବର୍ତ୍ତୀ, ହଁ, ସଦାପ୍ରଭୁଙ୍କର ଦିନ ନିକଟବର୍ତ୍ତୀ, ସେଦିନ ମେଘାଚ୍ଛନ୍ନ ଦିନ। ତାହା ରାଷ୍ଟ୍ରମାନଙ୍କ ପାଇଁ କାଳ ହେବ। Gade chapit la |