ଯିହିଜିକଲ 30:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି, ମିସର ବିରୁଦ୍ଧରେ ଖଡ଼୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଲୋକାରଣ୍ୟକୁ ଘେନିଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ। Gade chapit laଓଡିଆ ବାଇବେଲ4 ପୁଣି, ମିସର ବିରୁଦ୍ଧରେ ଖଡ୍ଗ ଆସିବ ଓ ମିସର ଦେଶରେ ହତ ଲୋକମାନେ ପତିତ ହେଲେ କୂଶ ମଧ୍ୟରେ ଯାତନା ହେବ; ଆଉ, ସେମାନେ ତାହାର ଧନସମ୍ପତ୍ତି ଘେନି ଯିବେ ଓ ତାହାର ଭିତ୍ତିମୂଳସକଳ ଭଗ୍ନ ହେବ। Gade chapit laପବିତ୍ର ବାଇବଲ4 ଏବଂ ମିଶର ବିରୁଦ୍ଧରେ ଏକ ଖଡ଼୍ଗ ଆସିବ। ଏବଂ ମିଶର ଦେଶରେ ଲୋକମାନେ ନିହତ ହେଲେ କୂଶ ଦେଶ ଭୟରେ ଥରିବ। ଏବଂ ଶତ୍ରୁ ତାହାର ଧନସମ୍ପତ୍ତିସବୁ ନେଇଯିବେ ଓ ତାହାର ମୂଳଭିତ୍ତିସବୁ ଭାଙ୍ଗି ଦେବେ। Gade chapit la |