Biblia Todo Logo
Bib sou entènèt

- Piblisite -




ଯିହିଜିକଲ 30:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କୂଶ୍ ଓ ପୂଟ୍ ଓ ଲୁଦ୍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି କୂବ୍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ଼୍‍ଗରେ ପତିତ ହେବେ।

Gade chapit la Kopi

ଓଡିଆ ବାଇବେଲ

5 କୂଶ ଓ ପୂଟ୍‍ ଓ ଲୁଦ୍‍, ଆଉ ମିଶ୍ରିତ ଲୋକ ସମସ୍ତେ, ପୁଣି, କୂବ୍‍ ଓ ମିତ୍ରଦେଶୀୟ ଲୋକ ସମସ୍ତେ ସେମାନଙ୍କ ସଙ୍ଗେ ଖଡ୍ଗରେ ପତିତ ହେବେ।”

Gade chapit la Kopi

ପବିତ୍ର ବାଇବଲ

5 “‘ଏବଂ ଇସ୍ରାଏଲ ଲୋକମାନଙ୍କ ସହିତ କୂଶ, ପୂଟ୍ ଓ ଲୂଦ୍, ସମସ୍ତ ଆରବୀୟ, ଲିବିୟା ଏବଂ ଇସ୍ରାଏଲର ଲୋକମାନେ ‌‌ଖ‌ଡ଼୍‌ଗରେ ବିନାଶ ହେବେ।

Gade chapit la Kopi




ଯିହିଜିକଲ 30:5
13 Referans Kwoze  

ପୁଣି, ମିଶ୍ରିତ ଲୋକ ସମସ୍ତଙ୍କୁ ଓ ଊଷ ଦେଶସ୍ଥ ସମସ୍ତ ରାଜାଙ୍କୁ ଓ ପଲେଷ୍ଟୀୟ ଦେଶସ୍ଥ ସମସ୍ତ ରାଜାଙ୍କୁ ଆଉ ଅସ୍କିଲୋନ, ଘସା, ଇକ୍ରୋଣ ଓ ଅସ୍ଦୋଦର ଅବଶିଷ୍ଟାଂଶକୁ ପାନ କରାଇଲି;


ପାରସ୍ୟ, ଲୁଦ୍‍ ଓ ପୂଟ୍‍ ଦେଶୀୟମାନେ ତୁମ୍ଭ ସୈନ୍ୟସାମନ୍ତ ମଧ୍ୟରେ ତୁମ୍ଭର ଯୋଦ୍ଧା ଥିଲେ; ସେମାନେ ତୁମ୍ଭ ମଧ୍ୟରେ ଢାଲ ଓ ଟୋପର ଟଙ୍ଗାଇ ରଖିଲେ; ସେମାନେ ତୁମ୍ଭର ଶୋଭା ପ୍ରକାଶ କଲେ।


ପୁଣି, ଆରବୀୟ ସମସ୍ତ ରାଜାଙ୍କୁ ଓ ପ୍ରାନ୍ତରବାସୀ ମିଶ୍ରିତ ଗୋଷ୍ଠୀବର୍ଗର ସମସ୍ତ ରାଜାଙ୍କୁ;


ସେମାନଙ୍କର ଅଶ୍ୱଗଣର ଉପରେ, ଆଉ ରଥସମୂହର ଉପରେ ଓ ତନ୍ମଧ୍ୟସ୍ଥ ମିଶ୍ରିତ ଲୋକସମସ୍ତଙ୍କ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେମାନେ ସ୍ତ୍ରୀମାନଙ୍କ ପରି ହେବେ; ସେମାନଙ୍କର ଭଣ୍ଡାରସମୂହ ଉପରେ ଗୋଟିଏ ଖଡ୍ଗ ଅଛି, ଆଉ ସେ ସବୁ ଲୁଟିତ ହେବ।


ହେ ଅଶ୍ୱଗଣ, ଉଠିଯାଅ; ହେ ରଥସକଳ, ଗର୍ଜ୍ଜନ କର; ଆଉ, ବୀରମାନେ ବାହାର ହେଉନ୍ତୁ; ଢାଲବାହକ କୂଶ ଓ ପୂଟ୍‍, ଆଉ ଧନୁର୍ଦ୍ଧାରୀ ଓ ଧନୁରେ ଗୁଣଦାୟୀ ଲୁଦୀୟମାନେ, ବାହାର ହେଉନ୍ତୁ।


ଦେଖ, ଆମ୍ଭେ ସେମାନଙ୍କର ମଙ୍ଗଳର ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ଜଗି ରହିବା; ତହିଁରେ ମିସର ଦେଶସ୍ଥ ସମୁଦାୟ ଯିହୁଦୀ ଲୋକ ନିଃଶେଷ ନ ହେବା ପର୍ଯ୍ୟନ୍ତ ଖଡ୍ଗ ଓ ଦୁର୍ଭିକ୍ଷରେ ଲୁପ୍ତ ହେବେ।


ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।


ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;


ସେମାନଙ୍କ ସଙ୍ଗେ ପାରସ୍ୟ, କୂଶ ଓ ପୂଟ୍‍; ସେମାନେ ସମସ୍ତେ ଢାଲ ଓ ଟୋପରଧାରୀ;


ମାତ୍ର ମିସରର ସୁନା ଓ ରୂପାର ଭଣ୍ଡାର ସକଳ ଓ ବହୁମୂଲ୍ୟ ଦ୍ରବ୍ୟସକଳ ତାହାର ହସ୍ତଗତ ହେବ; ଆଉ, ଲୂବୀୟ ଓ କୂଶୀୟମାନେ ତାହାର ଅନୁଚର ହେବେ।


ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।


ହେ କୂଶୀୟ ଲୋକ, ତୁମ୍ଭେମାନେ ମଧ୍ୟ ଆମ୍ଭ ଖଡ୍ଗ ଦ୍ୱାରା ହତ ହେବ।


Swiv nou:

Piblisite


Piblisite