Biblia Todo Logo
Bib sou entènèt

- Piblisite -




ଯିହିଜିକଲ 32:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ଦ୍ଵାଦଶ ବର୍ଷର ଦ୍ଵାଦଶ ମାସ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,

Gade chapit la Kopi

ପବିତ୍ର ବାଇବଲ

1 ଅନନ୍ତର ଦ୍ୱାଦଶ ବର୍ଷର ଦ୍ୱାଦଶ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,

Gade chapit la Kopi




ଯିହିଜିକଲ 32:1
12 Referans Kwoze  

ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଏକାଦଶ ବର୍ଷର ପ୍ରଥମ ମାସ, ମାସର ସପ୍ତମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”


ଏଥିଉତ୍ତାରେ ଏକାଦଶ ବର୍ଷର ତୃତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା;


ଏଥିଉତ୍ତାରେ ସତାଇଶ ବର୍ଷର ପ୍ରଥମ ମାସରେ, ମାସର ପ୍ରଥମ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ଦଶମ ବର୍ଷର ଦଶମ ମାସ, ମାସର ଦ୍ୱାଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,


ରାଜା ଯିହୋୟାଖୀନ୍‍ର ବନ୍ଦୀ ହେବାର ପଞ୍ଚମ ବର୍ଷର, ସେହି ମାସର ପଞ୍ଚମ ଦିନରେ,


ଆମ୍ଭମାନଙ୍କ ନିର୍ବାସନର ପଚିଶ ବର୍ଷରେ, ବର୍ଷର ଆରମ୍ଭରେ ମାସର ଦଶମ ଦିନରେ, ଅର୍ଥାତ୍‍, ନଗର ନିପାତିତ ହେଲା ଉତ୍ତାରେ ଚତୁର୍ଦ୍ଦଶ ବର୍ଷର ଉକ୍ତ ଦିବସରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ଥିଲା ଓ ସେ ମୋତେ ସେହି ସ୍ଥାନରେ ଉପସ୍ଥିତ କରାଇଲେ।


ସେହି ଦିନ ମିସର ଦେଶର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ହେବ ଓ ତହିଁର ସୀମା ନିକଟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ସ୍ତମ୍ଭ ସ୍ଥାପିତ ହେବ।


ଏଥିଉତ୍ତାରେ ତଫନ୍‍ହେଷରରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିରିମୀୟଙ୍କ ନିକଟରେ ଉପସ୍ଥିତ ହେଲା, ଯଥା,


ଗୋଷ୍ଠୀଗଣ ବିଷୟରେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଯେଉଁ ବାକ୍ୟ ଉପସ୍ଥିତ ହେଲା, ତହିଁର ବୃତ୍ତାନ୍ତ।


ଏଥିଉତ୍ତାରେ ଷଷ୍ଠ ବର୍ଷର ଷଷ୍ଠ ମାସର ପଞ୍ଚମ ଦିନରେ ମୁଁ ଆପଣା ଗୃହରେ ବସିଥିଲି ଓ ଯିହୁଦାର ପ୍ରାଚୀନମାନେ ମୋʼ ସମ୍ମୁଖରେ ବସିଥିଲେ, ଏପରି ସମୟରେ ପ୍ରଭୁ, ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠିତ ହେଲା।


Swiv nou:

Piblisite


Piblisite