ଯିହିଜିକଲ 32:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଅନୁକ୍ଷଣ କମ୍ପିତ ହେବେ। Gade chapit laଓଡିଆ ବାଇବେଲ10 ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।” Gade chapit laପବିତ୍ର ବାଇବଲ10 ଏବଂ ମୁଁ ଅନେକ ଗୋଷ୍ଠୀକୁ ତୁମ୍ଭ ବିଷୟରେ ଚମତ୍କୃତ କରାଇବି ଏବଂ ସେମାନଙ୍କ ରାଜାମାନଙ୍କ ସମ୍ମୁଖରେ ମୋର ଖଡ଼୍ଗ ଗ୍ଭଳନା କଲାବେଳେ ସେମାନେ ଅତିଶୟ ଭୀତ ହେବେ। ଯେତେବେଳେ ମୁଁ ତୁମ୍ଭର ପତନ ଆଣିବି, ସେମାନେ ପ୍ରତ୍ୟେକ ନିଜ ନିଜ ଜୀବନ ବିଷୟରେ ଭୟଭୀତ ହେବେ।” Gade chapit la |