ଯିହିଜିକଲ 32:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେ ତୁମ୍ଭର ଲୋକାରଣ୍ୟକୁ ବୀରଗଣର ଖଡ଼୍ଗ ଦ୍ଵାରା ନିପାତ କରିବା; ସେସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକାରଣ୍ୟସମସ୍ତେ ବିନଷ୍ଟ ହେବେ। Gade chapit laଓଡିଆ ବାଇବେଲ12 ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ। Gade chapit laପବିତ୍ର ବାଇବଲ12 ମୁଁ ସେହି ବୀରମାନଙ୍କ ଖଡ଼୍ଗରେ ତୁମ୍ଭର ପୁରୁଷମାନଙ୍କୁ ବିନାଶ କରିବି। ଏବଂ ସେହି ବୀରଗଣ ଜାତିମାନଙ୍କ ମଧ୍ୟରେ ଅତି ଭୟଙ୍କର ଅଟନ୍ତି। ଏବଂ ସେମାନେ ମିଶରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁରେ ସମଗ୍ର ଜନତା ବିନଷ୍ଟ ହେବେ। Gade chapit la |