ଯିହିଜିକଲ 32:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ଚହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ। Gade chapit laଓଡିଆ ବାଇବେଲ13 ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ। Gade chapit laପବିତ୍ର ବାଇବଲ13 ମୁଁ ଅପାର ଜଳରାଶି ନିକଟରୁ ସମସ୍ତ ପଶୁମାନଙ୍କୁ ବିନାଶ କରିବି। ତାହାହେଲେ ମନୁଷ୍ୟମାନେ ପାଣିକୁ ପାଦରେ ଚହଲାଇ ଗୋଳିଆ କରିବେ ନାହିଁ କିମ୍ବା ପଶୁମାନଙ୍କ ଖୁରାରେ ତାହା ଚହଲି ଗୋଳିଆ ହେବ ନାହିଁ। Gade chapit la |