ଯିହିଜିକଲ 32:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।” Gade chapit laପବିତ୍ର ବାଇବଲ (Re-edited) - (BSI)16 ଏହି ବିଳାପ-ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ16 ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ16 “ଏହି ବିଳାପ ଗୀତ ଲୋକେ ଗାନ କରିବେ। ଜାତିମାନଙ୍କର କନ୍ୟାମାନେ ବିଳାପ କରି ଏହି ଗୀତ ଗାଇବେ। ସେମାନେ ମିଶରର ସମଗ୍ର ଜନତା ଉଦ୍ଦେଶ୍ୟରେ ବିଳାପ ପରି ଏହା ଗାନ କରିବେ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି। Gade chapit la |