ଯିହିଜିକଲ 32:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ। Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।” Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, “‘ତୁମ୍ଭେ ଗୋଟିଏ ଯୁବା ସିଂହ ତୁଲ୍ୟ, ତୁମ୍ଭେ ଗୋଟିଏ ସମୁଦ୍ର ରାକ୍ଷସ ପରି। ତୁମ୍ଭେ ନଦୀ ସମୂହର ଜଳକୁ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ତାକୁ ଗୋଳିଆ କର।’” Gade chapit la |