ଯିହିଜିକଲ 32:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ। Gade chapit laଓଡିଆ ବାଇବେଲ3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ। Gade chapit laପବିତ୍ର ବାଇବଲ3 ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ନାନା ଦେଶର ଲୋକମାନଙ୍କୁ ଏକତ୍ରିତ କରି ତୁମ୍ଭ ଉପରେ ମୋର ଜାଲ ପ୍ରସାରଣ କରିବି। ଆଉ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ। Gade chapit la |