ଯିହିଜିକଲ 34:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ? Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ? Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ? Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ମେଷପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାଣୀ ପ୍ରଗ୍ଭର କର। ସେହି ପାଳକମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି ଭବିଷ୍ୟଦ୍ବାଣୀ କହନ୍ତି, ‘ଇସ୍ରାଏଲର ମେଷପାଳକମାନଙ୍କୁ ଧିକ୍, ଯେଉଁମାନେ କେବଳ ସେମାନଙ୍କର ଯତ୍ନ ନିଅନ୍ତି। ମେଷପାଳକମାନେ ମେଷମାନଙ୍କର ଯତ୍ନ ନେବା ଉଚିତ୍ ନୁହେଁ କି? Gade chapit la |
ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ୍ ନୁହେଁ, ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ।