ଯିହିଜିକଲ 34:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷ ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ। Gade chapit laଓଡିଆ ବାଇବେଲ3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ। Gade chapit laପବିତ୍ର ବାଇବଲ3 ତୁମ୍ଭେମାନେ କ୍ଷୀର ପିଉଅଛ, ପଶମକୁ ପରିଧାନ କରୁଅଛି। ତୁମ୍ଭେମାନେ ସେହି ହୃଷ୍ଟପୁଷ୍ଟ ପଶୁମାନଙ୍କୁ ହତ୍ୟା କର କିନ୍ତୁ ତୁମ୍ଭେ ପଲର ଯତ୍ନ ନେଉ ନାହଁ। Gade chapit la |