ଯିହିଜିକଲ 38:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, Gade chapit laପବିତ୍ର ବାଇବଲ (Re-edited) - (BSI)2 ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, Gade chapit laଓଡିଆ ବାଇବେଲ2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ମାଗୋଗ୍ ଦେଶୀୟ ଗୋଗ୍ ପ୍ରତି ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, Gade chapit laପବିତ୍ର ବାଇବଲ2 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗେଶର, ମେଶକର ଓ ତୁବଲର ମୁଖ୍ୟ ଅଧିପତି ମାଗୋଗ ଦେଶୀୟ ଗୋଗ ଆଡ଼େ ମୁଖ ରଖି ତାହା ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।