ଯିହିଜିକଲ 39:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; Gade chapit laପବିତ୍ର ବାଇବଲ (Re-edited) - (BSI)1 ପୁଣି ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ପ୍ରତିକୂଳରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; Gade chapit laଓଡିଆ ବାଇବେଲ1 “ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଗୋଗ୍ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ଗେଶର, ମେଶକ୍ର ଓ ତୁବଲ୍ର ଅଧିପତି ଗୋଗ୍, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ; Gade chapit laପବିତ୍ର ବାଇବଲ1 “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଗୋଗ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଗ୍ଭର କରି କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ‘ହେ ରୋଶ, ମେଶକ ଓ ତୁବଲର ମୁଖ୍ୟ ଅଧିପତି ଗୋଗ, ମୁଁ ତୁମ୍ଭ ବିରୁଦ୍ଧରେ ଅଛି। Gade chapit la |