ଯିହିଜିକଲ 39:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ର-ଶସ୍ତ୍ର ନେଇ ଅଗ୍ନି ଜ୍ଵଳାଇବେ; ଆଉ, ଆପଣା ଲୁଟକାରୀମାନଙ୍କର ଧନ ଲୁଟ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Gade chapit laଓଡିଆ ବାଇବେଲ10 ଏହିରୂପେ ସେମାନେ ପଦାରୁ କାଠ ଆଣିବେ ନାହିଁ; କି ବନରୁ କିଛି କାଟିବେ ନାହିଁ; କାରଣ ସେମାନେ ଅସ୍ତ୍ରଶସ୍ତ୍ର ନେଇ ଅଗ୍ନିରେ ଜ୍ୱଳାଇବେ; ଆଉ, ଆପଣା ଲୁଣ୍ଠନକାରୀମାନଙ୍କର ଧନ ଲୁଣ୍ଠନ କରିବେ ଓ ଯେଉଁମାନେ ସେମାନଙ୍କର ସମ୍ପତ୍ତି ଅପହରଣ କଲେ, ସେମାନଙ୍କର ସମ୍ପତ୍ତି ଅପହରଣ କରିବେ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Gade chapit laପବିତ୍ର ବାଇବଲ10 ଆଉ ସେମାନେ ପଦାରୁ କାଠ ଆଣିବେ ନାହିଁ କିମ୍ବା ବନରୁ କିଛି କାଠ କାଟିବେ ନାହିଁ। କାରଣ ସେମାନେ ସେହି ଅସ୍ତ୍ରଶସ୍ତ୍ରକୁ ଜାଳେଣି ରୂପେ ବ୍ୟବହାର କରିବେ। ଆଉ ସେମାନେ ଲୁଣ୍ଠନକାରୀଙ୍କଠାରୁ ଧନ ଲୁଣ୍ଠନ କରିବେ ଓ ସେମାନଙ୍କର ଅପହରଣକାରୀଙ୍କଠାରୁ ସମ୍ପତ୍ତି ଅପହରଣ କରିବେ।” ମୋର ପ୍ରଭୁ ସଦାପ୍ରଭୁ ଏହା କହନ୍ତି। Gade chapit la |