ଯିହିଜିକଲ 39:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ। Gade chapit laପବିତ୍ର ବାଇବଲ (Re-edited) - (BSI)11 ପୁଣି, ଆମ୍ଭେ ସେଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବର-ସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକାରଣ୍ୟକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ। Gade chapit laଓଡିଆ ବାଇବେଲ11 ପୁଣି, ଆମ୍ଭେ ସେହି ଦିନ ଗୋଗ୍କୁ ଇସ୍ରାଏଲ ମଧ୍ୟରେ କବରସ୍ଥାନ ନିମନ୍ତେ, ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ଦେବା; ତାହା ପଥିକମାନଙ୍କର ଗମନ ରୋଧ କରିବ ଓ ସେତୁ ସ୍ଥାନରେ ଲୋକମାନେ ଗୋଗ୍କୁ ଓ ତାହାର ସମସ୍ତ ଲୋକସମୂହକୁ କବର ଦେବେ; ଆଉ, ସେହି ସ୍ଥାନକୁ ସେମାନେ ହାମୋନ-ଗୋଗ୍ର ଉପତ୍ୟକା ବୋଲି ନାମ ଦେବେ। Gade chapit laପବିତ୍ର ବାଇବଲ11 “ପରମେଶ୍ୱର କହନ୍ତି ମୁଁ ସେହି ଦିନ ଗୋଗର ସମାଧି ସ୍ଥାନ ନିମନ୍ତେ ଇସ୍ରାଏଲ ମଧ୍ୟରେ ସମୁଦ୍ରର ପୂର୍ବଦିଗସ୍ଥ ପଥିକମାନଙ୍କ ଉପତ୍ୟକା ବାଛିବି ଏବଂ ତାହା ପଥିକମାନଙ୍କର ଗମନରୋଧ କରିବ। ସେହି ସ୍ଥାନରେ ଲୋକମାନେ ଗୋଗକୁ ଓ ତାହାର ସମସ୍ତ ଲୋକଙ୍କୁ କବର ଦେବେ। ଏବଂ ସେହି ସ୍ଥାନକୁ ସେମାନେ ‘ଗୋଗର ସୈନ୍ୟମାନଙ୍କର ଉପତ୍ୟକା’ ବୋଲି ନାମ ଦେବେ। Gade chapit la |