Biblia Todo Logo
Bib sou entènèt

- Piblisite -




ଯିହିଜିକଲ 39:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି, ଏକ ନଗରର ନାମ ‘ହାମୋନା’ (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି, ଏକ ନଗରର ନାମ ହାମୋନା (ଲୋକାରଣ୍ୟ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି, ଏକ ନଗରର ନାମ ହାମୋନା (ଲୋକସମୂହ) ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।

Gade chapit la Kopi

ପବିତ୍ର ବାଇବଲ

16 ଆଉ ସେହି ‘ମୃତମାନଙ୍କର ନଗରର’ ନାମ ହାମୋନା ନାମରେ ପରିଚିତ ହେବ। ଏହିରୂପେ ସେମାନେ ଦେଶ ଶୁଚି କରିବେ।”

Gade chapit la Kopi




ଯିହିଜିକଲ 39:16
4 Referans Kwoze  

ପୁଣି, ଦେଶକୁ ଶୁଚି କରିବା ନିମନ୍ତେ ସେମାନଙ୍କୁ କବର ଦେବା ପାଇଁ ଇସ୍ରାଏଲ ବଂଶକୁ ସାତ ମାସ ଲାଗିବ।


ପୁଣି, ସେହି ଗମନକାରୀମାନେ ଦେଶ ମଧ୍ୟଦେଇ ଗମନ କରିବେ ଓ କେହି ମନୁଷ୍ୟର ଅସ୍ଥି ଦେଖିଲେ ସେ ତାହା ନିକଟରେ ଗୋଟିଏ ଚିହ୍ନ ରଖିବ, ତହୁଁ କବର ଦେବା ଲୋକମାନେ ହାମୋନ-ଗୋଗ୍‍ ଉପତ୍ୟକାରେ ତାହାର କବର ଦେବେ।


ପୁଣି, ହେ ମନୁଷ୍ୟ-ସନ୍ତାନ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ସବୁ ପ୍ରକାର ପକ୍ଷୀଗଣକୁ ଓ ପ୍ରତ୍ୟେକ ବନ୍ୟ ପଶୁକୁ କୁହ, ତୁମ୍ଭେମାନେ ଏକତ୍ର ହୋଇ ଆସ; ତୁମ୍ଭେମାନେ ମାଂସ ଖାଇବା ନିମନ୍ତେ ଓ ରକ୍ତ ପିଇବା ନିମନ୍ତେ ଆମ୍ଭ ଯଜ୍ଞର ଚାରିଆଡ଼େ ଏକତ୍ର ହୁଅ, ଆମ୍ଭେ ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭମାନଙ୍କ ନିମନ୍ତେ ଯଜ୍ଞ, ଏକ ମହାଯଜ୍ଞ କରୁଅଛୁ।


ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।


Swiv nou:

Piblisite


Piblisite