ଯିହିଜିକଲ 39:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡ଼ିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା। Gade chapit laପବିତ୍ର ବାଇବଲ (Re-edited) - (BSI)4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ ଓ ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା। Gade chapit laଓଡିଆ ବାଇବେଲ4 ଇସ୍ରାଏଲର ପର୍ବତଗଣ ଉପରେ ତୁମ୍ଭେ ପତିତ ହେବ, ତୁମ୍ଭର ସକଳ ସୈନ୍ୟଦଳ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ପତିତ ହେବେ; ଆମ୍ଭେ ସବୁ ପ୍ରକାର ହିଂସ୍ରକ ପକ୍ଷୀଗୁଡିକୁ ଓ କ୍ଷେତ୍ରସ୍ଥ ପଶୁଗଣର ଗ୍ରାସର ନିମନ୍ତେ ତୁମ୍ଭକୁ ସମର୍ପଣ କରିବା। Gade chapit laପବିତ୍ର ବାଇବଲ4 ଇସ୍ରାଏଲର ପର୍ବତଗୁଡ଼ିକ ଉପରେ ତୁମ୍ଭେ ପତିତ ହେବ। ତୁମ୍ଭର ସମସ୍ତ ସୈନ୍ୟ ସାମନ୍ତ ଓ ତୁମ୍ଭ ସଙ୍ଗୀ ଗୋଷ୍ଠୀଗଣ ମଧ୍ୟ ପତିତ ହେବେ। ମୁଁ ସବୁପ୍ରକାର ମାଂସାସୀ ପକ୍ଷୀ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ଗ୍ରାସ ନିମନ୍ତେ ତୁମ୍ଭମାନଙ୍କୁ ସମର୍ପଣ କରିବି। Gade chapit la |