ଯିହିଜିକଲ 39:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ ସଦାପ୍ରଭୁ ଏହା କହନ୍ତି। Gade chapit laଓଡିଆ ବାଇବେଲ5 ତୁମ୍ଭେ ପଡ଼ିଆରେ ପତିତ ହେବ; କାରଣ ଆମ୍ଭେ ଏହା କହିଅଛୁ, ପ୍ରଭୁ, ସଦାପ୍ରଭୁ ଏହା କହନ୍ତି। Gade chapit laପବିତ୍ର ବାଇବଲ5 ତୁମ୍ଭେ ଖୋଲା ପଡ଼ିଆରେ ପତିତ ହେବ।’” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି। Gade chapit la |
ଆଉ, ସେମାନେ ସୂର୍ଯ୍ୟ, ଚନ୍ଦ୍ର ଓ ଆକାଶମଣ୍ଡଳସ୍ଥ ସୈନ୍ୟଗଣକୁ ଭଲ ପାଇଅଛନ୍ତି ଓ ଯେଉଁମାନଙ୍କର ସେବା କରିଅଛନ୍ତି ଓ ଯେଉଁମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି ଓ ଯେଉଁମାନଙ୍କର ଅନ୍ୱେଷଣ କରିଅଛନ୍ତି ଓ ଯେଉଁମାନଙ୍କୁ ପ୍ରଣାମ କରିଅଛନ୍ତି, ସେମାନଙ୍କ ଆଗରେ ତାହାସବୁ ଛିନ୍ନଭିନ୍ନ କରି ପକାଇବେ; ସେହି ଅସ୍ଥିସବୁ ଏକତ୍ରୀକୃତ କିଅବା କବରରେ ପୋତା ହେବ ନାହିଁ; ସେସବୁ ଭୂମିରେ ଖତ ତୁଲ୍ୟ ହେବ।