ଯିହିଜିକଲ 39:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ଵୀପ-ସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laଓଡିଆ ବାଇବେଲ6 ପୁଣି, ଆମ୍ଭେ ମାଗୋଗ୍ର ଉପରେ ଓ ଦ୍ୱୀପସମୂହରେ ନିରାପଦରେ ବାସକାରୀମାନଙ୍କ ଉପରେ ଅଗ୍ନି ପ୍ରେରଣ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ। Gade chapit laପବିତ୍ର ବାଇବଲ6 ପରମେଶ୍ୱର କହିଲେ, “ପୁଣି ନିରାପଦରେ ବାସ କରୁଛନ୍ତି ବୋଲି ମନେ କରୁଥିବା ମାଗୋଗର ଓ ଦ୍ୱୀପ ସମୂହ ଉପରକୁ ମୁଁ ଅଗ୍ନି ପ୍ରେରଣ କରିବି। ତହିଁରେ ଏହା ସେମାନେ ଜାଣିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। Gade chapit la |
ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍ ଓ ଲୁଦ୍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।
ଏଉତ୍ତାରେ ସେହି ପାଞ୍ଚ ଜଣ ପ୍ରସ୍ଥାନ କରି ଲୟିଶ୍ରେ ଉପସ୍ଥିତ ହେଲେ, ପୁଣି ସେଠାସ୍ଥିତ ଲୋକମାନେ କିରୂପେ ନିର୍ଭୟରେ ବାସ କରି ସୀଦୋନୀୟମାନଙ୍କ ରୀତି ଅନୁସାରେ ଶାନ୍ତ ଓ ନିର୍ଭୟ ହୋଇଅଛନ୍ତି, ଏହା ଦେଖିଲେ; କାରଣ କୌଣସି କଥାରେ ସେମାନଙ୍କୁ ଲଜ୍ଜିତ କରିବା ପାଇଁ ସେହି ଦେଶରେ କର୍ତ୍ତୃତ୍ୱବିଶିଷ୍ଟ କେହି ନ ଥିଲେ, ଆଉ ସେମାନେ ସୀଦୋନୀୟମାନଙ୍କଠାରୁ ଦୂରରେ ଥିଲେ ଓ ଅନ୍ୟ କାହାରି ସହିତ ସେମାନଙ୍କର ସମ୍ପର୍କ ନ ଥିଲା।