ଯିହିଜିକଲ 39:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ। Gade chapit laଓଡିଆ ବାଇବେଲ7 ଆଉ, ଆମ୍ଭେ ଆମ୍ଭର ଇସ୍ରାଏଲ ଲୋକଙ୍କ ମଧ୍ୟରେ ଆପଣା ପବିତ୍ର ନାମ ଜ୍ଞାତ କରାଇବା ଓ ଆମ୍ଭର ପବିତ୍ର ନାମ ଆଉ ଅପବିତ୍ରୀକୃତ ହେବାକୁ ଦେବା ନାହିଁ, ତହିଁରେ ଆମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପବିତ୍ର ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ। Gade chapit laପବିତ୍ର ବାଇବଲ7 ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ମୁଁ ମୋର ପବିତ୍ର ନାମକୁ ଜ୍ଞାତ କରାଇବି। ମୋର ପବିତ୍ର ନାମକୁ ଆଉ ଅପବିତ୍ର ହେବାକୁ ଦେବି ନାହିଁ। ତାହାହେଲେ ମୁଁ ଯେ ଇସ୍ରାଏଲ ମଧ୍ୟରେ ଧର୍ମମୟ ସଦାପ୍ରଭୁ ଅଟେ, ଏହା ଗୋଷ୍ଠୀୟମାନେ ଜାଣିବେ। Gade chapit la |