ଯିହିଜିକଲ 39:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ। Gade chapit laପବିତ୍ର ବାଇବଲ (Re-edited) - (BSI)8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ। Gade chapit laଓଡିଆ ବାଇବେଲ8 ଦେଖ, ତାହା ଆସୁଅଛି ଓ ତାହା ସିଦ୍ଧ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି; ଯେଉଁ ଦିନର ବିଷୟ ଆମ୍ଭେ କହିଅଛୁ, ଏହା ସେହି ଦିନ। Gade chapit laପବିତ୍ର ବାଇବଲ8 ଆଉ ଦେଖ, ସେହି ଦିନ ଆସୁଅଛି ଓ ତାହା ନିଶ୍ଚିତ ଭାବରେ ଆସିବ।” ଏହା ସଦାପ୍ରଭୁ କହନ୍ତି। “ପୁଣି ଯେଉଁ ଦିନର ବିଷୟ ମୁଁ କହିଅଛି, ଏହା ସେହି ଦିନ। Gade chapit la |