Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ିଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁଣି, ସଦାପ୍ରଭୁ କହିଲେ, ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ରୁଟୀ ଅଶୁଚି ଖାଇବେ।

Gade chapit la Kopi

ଓଡିଆ ବାଇବେଲ

13 ପୁଣି, ସଦାପ୍ରଭୁ କହିଲେ, “ଆମ୍ଭେ ଇସ୍ରାଏଲର ସନ୍ତାନଗଣକୁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ତଡ଼ି ଦେବା, ସେମାନଙ୍କ ମଧ୍ୟରେ ସେମାନେ ଏହି ପ୍ରକାରେ ଆପଣା ଆପଣା ଅଶୁଚି ରୁଟି ଖାଇବେ।”

Gade chapit la Kopi

ପବିତ୍ର ବାଇବଲ

13 ତା'ପରେ ସଦାପ୍ରଭୁ କହିଲେ, “ଏହି ପ୍ରକାରେ ଇସ୍ରାଏଲର ଲୋକମାନେ ଜାତିମାନଙ୍କର ମଧ୍ୟରେ ଅଶୁଚି ଖାଦ୍ୟ ଖାଇବେ, ଯେଉଁଠାକୁ ଆମ୍ଭେ ସେମାନଙ୍କୁ ବଳପୂର୍ବକ ତଡ଼ିଦେବା।”

Gade chapit la Kopi




ଯିହିଜିକଲ 4:13
3 Referans Kwoze  

ମାତ୍ର ରାଜାର ଆହାରୀୟ ଦ୍ରବ୍ୟରେ ଓ ତାହାର ପାନୀୟ ଦ୍ରାକ୍ଷାରସରେ ଆପଣାକୁ ଅଶୁଚି ନ କରିବା ପାଇଁ ଦାନିୟେଲ ନିଜ ମନରେ ସ୍ଥିର କଲେ; ଏହେତୁ ସେ ଯେପରି ଆପଣାକୁ ଅଶୁଚି ନ କରନ୍ତି, ଏଥିପାଇଁ ସେ ନପୁଂସକାଧିପତିଙ୍କୁ ନିବେଦନ କଲେ।


ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ‘ତୁମ୍ଭର ଭାର୍ଯ୍ୟା ନଗର ମଧ୍ୟରେ ବେଶ୍ୟା ହେବ ଓ ତୁମ୍ଭର ପୁତ୍ରକନ୍ୟାଗଣ ଖଡ୍ଗରେ ପତିତ ହେବେ, ଆଉ ତୁମ୍ଭର ଭୂମି ପରିମାପକ ଦଉଡ଼ି ଦ୍ୱାରା ବିଭାଗ କରାଯିବ; ପୁଣି, ତୁମ୍ଭେ ନିଜେ ଅଶୁଚି ଦେଶରେ ମରିବ, ଆଉ ଇସ୍ରାଏଲ ନିଶ୍ଚୟ ଆପଣା ଦେଶରୁ ନିର୍ବାସିତ ହେବ।’”


Swiv nou:

Piblisite


Piblisite