ଯିହିଜିକଲ 4:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ମୁଁ କହିଲି, “ଆହା, ପ୍ରଭୋ ସଦାପ୍ରଭୋ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ!” Gade chapit laପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ମୁଁ କହିଲି, ଆହା, ପ୍ରଭୋ, ସଦାପ୍ରଭୋ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ଵୟଂମୃତ କିଅବା ପଶୁ ଦ୍ଵାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋʼ ମୁଖରେ ପ୍ରବେଶ କରି ନାହିଁ। Gade chapit laଓଡିଆ ବାଇବେଲ14 ସେତେବେଳେ ମୁଁ କହିଲି, “ଆହା, ପ୍ରଭୁ, ସଦାପ୍ରଭୁ ! ଦେଖ, ମୋର ପ୍ରାଣ ଅଶୁଚି ହୋଇ ନାହିଁ, ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ କିଅବା ପଶୁ ଦ୍ୱାରା ବିଦୀର୍ଣ୍ଣ କିଛି ହିଁ ଭୋଜନ କରି ନାହିଁ; ଅଥବା ଘୃଣାଯୋଗ୍ୟ ମାଂସ ମୋ’ ମୁଖରେ ପ୍ରବେଶ କରି ନାହିଁ !” Gade chapit laପବିତ୍ର ବାଇବଲ14 ତା'ପରେ ମୁଁ କହିଲି, “ହେ ସଦାପ୍ରଭୁ ମୋର ପ୍ରଭୁ! ଅଶୁଚି ଖାଦ୍ୟ ଖାଇବା ଦ୍ୱାରା ମୁଁ ନିଜକୁ କେବେ ଅଶୁଚି କରି ନାହିଁ। ମୁଁ ବାଲ୍ୟକାଳରୁ ଆଜି ପର୍ଯ୍ୟନ୍ତ ସ୍ୱୟଂମୃତ ପଶୁ, ପଚି ଯାଇଥିବା ପଶୁଗୁଡ଼ିକ ଏବଂ ଅନ୍ୟ ପଶୁ ଦ୍ୱାରା ମରା ହୋଇଥିବା ପଶୁର ମାଂସ ଭୋଜନ କରି ନାହିଁ। ଅଥବା ନିଷିଦ୍ଧ କରାଯାଇଥିବା ମାଂସ ମୋ’ ପାଟିରେ ଦେଇ ନାହିଁ।” Gade chapit la |