Biblia Todo Logo
Bib sou entènèt

- Piblisite -




ଯିହିଜିକଲ 4:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍, ତିନି ଶତ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ-ବଂଶର ଅଧର୍ମ ବହିବ।

Gade chapit la Kopi

ଓଡିଆ ବାଇବେଲ

5 କାରଣ ଆମ୍ଭେ ସେମାନଙ୍କର ଅଧର୍ମର ବର୍ଷ ତୁମ୍ଭ ପ୍ରତି କେତେକ ସଂଖ୍ୟକ ଦିନ, ଅର୍ଥାତ୍‍, ତିନି ଶହ ନବେ ଦିନ ହେବା ପାଇଁ ନିରୂପଣ କରିଅଛୁ; ଏହି ପ୍ରକାରେ ତୁମ୍ଭେ ଇସ୍ରାଏଲ ବଂଶର ଅଧର୍ମ ବୋହିବ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭେ ନିଶ୍ଚୟ 390 ଦିନ ଇସ୍ରାଏଲର ଦୋଷବହନ କରିବ। ଏହି ପ୍ରକାରେ ମୁଁ ତୁମ୍ଭକୁ କହୁଅଛି, କେତେଦିନ ପର୍ଯ୍ୟନ୍ତ ଇସ୍ରାଏଲ ଦଣ୍ଡିତ ହେବ, ଗୋଟିଏ ଦିନ ସମାନ ଗୋଟିଏ ବର୍ଷ।

Gade chapit la Kopi




ଯିହିଜିକଲ 4:5
3 Referans Kwoze  

ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧର ଦଣ୍ଡ ଭୋଗିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


Swiv nou:

Piblisite


Piblisite